www.samajalive.in
Sunday, December 7, 2025
16.1 C
Bhubaneswar

ପରଜଙ୍ଗ ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ବିଧାୟକ ପ୍ରାର୍ଥୀ

କାମାକ୍ଷାନଗର -କାମାକ୍ଷାନଗର ଉପଖଣ୍ଡର ପରଜଙ୍ଗ ବିଧାନସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ପରଜଙ୍ଗ ବିଧାନସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ରଞ୍ଜିତ କୁମାର ସାହୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

କାମାକ୍ଷାନଗର ସହର ର ଆଳତୁମା ସ୍ଥିତ ତାରିଣୀ ମନ୍ଦିର ଠାରୁ ଦଳୀୟ ସମର୍ଥକ ଓ ଶୁଭେଛୁ ଙ୍କ ସହ ଏକ ଶୋଭାଯାତ୍ରାରେ ଆସି କାମାକ୍ଷାନଗର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚି ପରଜଙ୍ଗ ବିଧାନସଭା ପାଇଁ ନିର୍ବାଚନ ଅଧିକାରୀ ଦାୟିତ୍ୱରେ ଥିବା ଢେଙ୍କାନାଳ ଅତିରିକ୍ତ ଜିଲ୍ଲାପାଳ ଅନିତା ପାତ୍ର ଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏହି ପ୍ରାର୍ଥୀପତ୍ର ଦାଖଲ ଶୋଭାଯାତ୍ରା ରେ କଂଗ୍ରେସ ଦଳ ତରଫରୁ ଢେଙ୍କାନାଳ ସାଂସଦ ପ୍ରାର୍ଥୀ ସସ୍ମିତା ବେହେରା ଙ୍କ ସମେତ ଶତାଧିକ ଦଳୀୟ ନେତୃତ୍ୱ ଯୋଗ ଦେଇଥିଲେ ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories