www.samajalive.in
Sunday, December 7, 2025
16.1 C
Bhubaneswar

ରାଜଧାନୀର ରାଜରାସ୍ତାରେ କଂଗ୍ରେସର ରଣହୁଙ୍କାର; ପୁଲିସ-କଂଗ୍ରେସ କର୍ମୀ ଧସ୍ତାଧସ୍ତି

ଭୁବନେଶ୍ୱର : ରାଜଧାନୀର ରାଜରାସ୍ତାରେ ଶନିବାର କଂଗ୍ରେସର ରଣହୁଙ୍କାର ଦେଖିବାକୁ ମିଳିଛି । ଲୋୟର ପିଏମ୍‌ଜିରେ କଂଗ୍ରେସ-ପୁଲିସ ଧସ୍ତାଧସ୍ତି ହୋଇଛନ୍ତି। ମହିଳାଙ୍କ ଉପରେ ଅତ୍ୟାଚାର ଅଭିଯୋଗରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ଯିବା ବେଳେ ଧସ୍ତାଧସ୍ତି ହୋଇଛନ୍ତି କଂଗ୍ରେସ କର୍ମୀ ଓ ପୁଲିସ । ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜନ କରିଛି କଂଗ୍ରେସ । କିଛି କଂଗ୍ରେସ କର୍ମୀଙ୍କୁ ପୁଲିସ ଉଠାଇ ନେଇଛି । କିଟ୍‌ରେ ଛାତ୍ରୀ ମୃତ୍ୟୁ, ଦଶମ ଶ୍ରେଣୀ ଛାତ୍ରୀ ପ୍ରସବ ଘଟଣାକୁ ନେଇ କଂଗ୍ରେସର ହଲାବୋଲ୍‌ ଦେଖାଯାଇଛି । ମହିଳାଙ୍କ ଉପରେ ଅତ୍ୟାଚାର ବିରୋଧରେ କଂଗ୍ରେସ ଏହି ପ୍ରତିବାଦ କରିଥିବା ବେଳେ ଆନ୍ଦୋଳନରେ ପିସିସି ସଭାପତି ଭକ୍ତଚରଣ ଦାସ, ଛାତ୍ର, ଯୁବ ଓ ମହିଳା କଂଗ୍ରେସ କର୍ମୀ ସାମିଲ ଅଛନ୍ତି ।

ଏହି ତାରିଖରେ ଜନ୍ମ ବ୍ୟକ୍ତି ବିଶେଷଙ୍କୁ ହଠାତ୍‌ ଧନୀ କରିଥାନ୍ତି ଶନିଦେବ: ମିଳେ ବିଶେଷ କୃପା, ବଦଳିଯାଏ ଭାଗ୍ୟ..

୩୦ ବର୍ଷ ପରେ.. ଶନିଙ୍କ ସମେତ ଏହି ଶକ୍ତିଶାଳୀ ଗ୍ରହ ଚଳନ; ସୁନାଭଳି ଚମକିବ ଏହି ରାଶିଙ୍କ ଭାଗ୍ୟ, ହେବେ ମାଲାମାଲ୍‌..

- Advertisement -

ଦେଖନ୍ତୁ ଭିଡିଓ ; ନଦୀରେ ମଜାରେ ଗାଧୋଉଥିଲେ ଯୁବକ, ହାତରେ ଧରି ପକାଇଲେ କୁମ୍ଭୀର, ଆଉ ତା’ପରେ..

 

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories