କଂଗ୍ରେସର ୫ନ୍ୟାୟ ଓ ୨୫ ଗ୍ୟାରେଣ୍ଟି ପ୍ରତିଶ୍ରୁତି

ନୂଆଦିଲ୍ଲୀ: ୨୦୨୪ ନିର୍ବାଚନ ପାଇଁ କଂଗ୍ରେସ ଜାରି କରିଛି ନିର୍ବାଚନୀ ଇସ୍ତାହାର। ଶୁକ୍ରବାର ନୂଆଦିଲ୍ଳୀ କଂଗ୍ରେସ କାର୍ଯ୍ୟାଳୟରେ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, କଂଗ୍ରେସ ନେତା ପି. ଚିଦାମ୍ବରମ, ସାଧାରଣ ସମ୍ପାଦକ ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ଲୋକସଭା ନିର୍ବାଚନ ପାଇଁ ଘୋଷଣା ପତ୍ର ଜାରି କରି ୨୫ ଗ୍ୟାରେଣ୍ଟି, ୫ନ୍ୟାୟ ପ୍ରତିଶ୍ରୁତି ଦେଇଛି ଦଳ। ଇସ୍ତାହାରରେ ପାଞ୍ଚଟି ନ୍ୟାୟ ଉପରେ ଗୁରୁତ୍ୱ ଦିଆଯାଇଛି। ଯୁବ ନ୍ୟାୟ, ନାରୀ ନ୍ୟାୟ, କିଷାନ ନ୍ୟାୟ, … Continue reading କଂଗ୍ରେସର ୫ନ୍ୟାୟ ଓ ୨୫ ଗ୍ୟାରେଣ୍ଟି ପ୍ରତିଶ୍ରୁତି