www.samajalive.in
Wednesday, December 10, 2025
18.1 C
Bhubaneswar

ଉପନିର୍ବାଚନ ଲାଗି କଂଗ୍ରେସର ବିଶାଳ ପ୍ରଚାର କମିଟି

ଭୁବନେଶ୍ଵର:   ଉପନିର୍ବାଚନରେ ଦଳୀୟ ପ୍ରଚାର କାର୍ଯ୍ୟକୁସୂଚାରୁ ରୂପେ ସଂପାଦନ କରିବା ପାଇଁ କଂଗ୍ରେସ ପକ୍ଷରୁ ପ୍ରଚାର କମିଟି ଗଠନ କରାଯାଇଛି  । ଏହି କମିଟିରେ ରାଜ୍ୟ କଂଗ୍ରେସ ପ୍ରଭାରୀ ଡ଼. ଏ ଚେଲ୍ଲା କୁମାରଙ୍କ ସହ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଏଆଇସିସିି କାର୍ଯ୍ୟକାରିଣୀ ସଦସ୍ୟ ଭକ୍ତ ଚରଣ ଦାସ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସ୍ଥାନ ପାଇଛନ୍ତି ।

ଏମାନଙ୍କ ସହ   ପିସିସି କାର୍ଯ୍ୟକାରୀ ସଭାପତି    ଚିରଞ୍ଜିବ ବିଶ୍ୱାଳ ଓ  ପ୍ରଦୀପ ମାଝୀ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ଶରତ ପଟ୍ଟନାୟକ ଓ ପ୍ରସାଦ ହରିଚନ୍ଦନ, କଂଗ୍ରେସ ନେତା ରାମଚନ୍ଦ୍ର ଖୁଂଟିଆ, ରଞ୍ଜିବ ବିଶ୍ୱାଳ,ସପ୍ତଗିରି ଉଲାକା, ସୁରେଶ କୁମାର ରାଉତରାୟ, ତାରାପ୍ରସାଦବାହିନୀପତି, ରମେଶ ଜେନା, ସନ୍ତୋଷ ସିଂ ସାଲୁଜା, ମହମ୍ମଦ ମୋକିମ୍‍,ଅଧିରାଜ ମୋହନ ପାଣିଗ୍ରାହୀ, ଦାସରଥି ଗମାଙ୍ଗ, ସି.ଏସ୍‍. ରାଜନ ଏକ୍କା, ଗଣେଶ୍ୱର ବେହେରା, ଅମରନାଥ ପ୍ରଧାନ, ଶରତ ରାଉତ, ଅଂଶୁମାନ ମହାନ୍ତି, ଦେବେନ୍ଦ୍ରନାଥ ଶର୍ମା, ଚିନ୍ମୟ ପ୍ରସାଦ ବେହୁରା, ସଂଗ୍ରାମ କେଶରୀ ଜେନା, ବିଶ୍ୱରଂଜନ ମହାନ୍ତି, ସତ୍ୟପ୍ରକାଶ ନାୟକ, ବନ୍ଦିତା ପରିଡା, ସ୍ମୃତିରେଖା ପହି, ଉମେଶ ଜେନା, ନଳିନୀ ସ୍ୱାଇଁ, ମନିଷା ତ୍ରିପାଠୀ, ଶୁଭଶ୍ରୀ ପଣ୍ଡା, ଦେବ ପ୍ରସାଦ ନାୟକ, ମନୋଜ ବିଶ୍ୱାଳ, ସ୍ମୃତିରଂଜନ ଲେଙ୍କା, ଶୁଭେନ୍ଦୁ ମହାନ୍ତି, ମାନସ ଚୌଧୁରୀ, ଅରିନ୍ଦମ ସର୍କେଲ, ଗୁରୁପଦ ନନ୍ଦ, ଦେବାଶିଷ ପଟ୍ଟନାୟକ, ସୁରେଶ ମହାପାତ୍ର, ପ୍ରଫୁଲ୍ଲ ଦାସ, ଅଭିଷେକ ମହାନନ୍ଦ, ଅମୀୟ କୁମାର ପଟ୍ଟନାୟକ, ବିଶ୍ୱଭୂଷଣ ଦାସ, ନିଶିକାନ୍ତ ମିଶ୍ର, ଅନନ୍ତ ପ୍ରସାଦସେଠୀ, ସସ୍ମିତା ବେହେରା, ଲଲାଟେନ୍ଦୁ ମହାପାତ୍ର, ଅଜିତ୍‍ କୁମାର ମଙ୍ଗରାଜ,ସୁଦର୍ଶନ ଦାସ, ନାରାୟଣ ପ୍ରସାଦ ଜେନା, ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ଜର୍ଜ ତିର୍କୀ, ଜ୍ଞାନଦେବ ବେଉରା ଓ ଆକାଶ ଭୂୟାଁ ପ୍ରମୁଖ ରହିଛନ୍ତି ବୋଲି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories