www.samajalive.in
Sunday, November 16, 2025
15.1 C
Bhubaneswar

ନୂଆପଡ଼ାରେ କଂଗ୍ରେସର ରୋଡ୍ ସୋ, ଯୋଗ ଦେଲେ ପିସିସି ସଭାପତି

ସମାଜ ନ୍ୟୁଜ ଡେସ୍କ- ନୂଆପଡ଼ା ସହରରେ ଜାତୀୟ କଂଗ୍ରେସ ର ରୋଡ ସୋ।ଏହି ରୋଡ ସୋ ରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ନୂଆପଡ଼ା ପ୍ରାର୍ଥୀ ଘାସିରାମ ମାଝୀ ଅନ୍ୟ ଦଳୀୟ ନେତା ସହ ସହ କର୍ମୀ ଯୋଗ ଦେଇଥିଲେ।ଏହି ରୋଡ ସୋ ନୂଆପଡ଼ା ସହର ଉପକଣ୍ଠ ପାଣିଗ୍ରାହୀ ପେଟ୍ରୋଲ ପମ୍ପ  ନିକଟରୁ ବାହାରି ତେଲିପଡ଼ା  ପର୍ଯ୍ୟନ୍ତ ଯାଇଥିଲା।ଆଜି ନୂଆପଡ଼ା ସହର ରେ ସାପ୍ତାହିକ ହାଟ ଥିବାରୁ ଆଖ ପାଖ ଅଞ୍ଚଳ ର ଲୋକେ ନୂଆପଡ଼ା ରେ ଭିଡ କରିଥିଲେ।ଏହି ଭିଡ଼ ର ଲାଭ ନେଇଥିଲା ଜାତୀୟ କଂଗ୍ରେସ

Hot this week

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

୧୦ ଡିଗ୍ରୀ ତଳେ କନ୍ଧମାଳର ୨ ସହର

ଭୁବନେଶ୍ବର : ରାଜ୍ୟରେ ଧୀରେ ଧୀରେ ଶୀତ ବଢୁଛି। କନ୍ଧମାଳ ଜିଲାର...

Related Articles

Popular Categories