www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଦିଲ୍ଲୀରେ କଂଗ୍ରେସର ସ୍କ୍ରିନିଂ କମିଟି ବୈଠକ

ନୂଆଦିଲ୍ଲୀ: ଆଜି(ମଙ୍ଗଳବାର) ଦିଲ୍ଲୀରେ କଂଗ୍ରେସର ସ୍କ୍ରିନିଂ କମିଟି ବୈଠକ ବସିବ। ଏଥିରେ ଯୋଗଦେବା ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକ ଏବଂ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଦିଲ୍ଲୀ ଗସ୍ତ କରିଛନ୍ତି। ପ୍ରଦେଶ ନିର୍ବାଚନ କମିଟି ବୈଠକରେ ନିଷ୍ପତ୍ତି ହୋଇଥିବା ସଟ୍ ଲିଷ୍ଟ ପ୍ରାର୍ଥୀ ତାଲିକା ଉପରେ ଆଜି ବୈଠକରେ ଆଲୋଚନା ହେବ । ମାର୍ଚ୍ଚ ପ୍ରଥମ ସପ୍ତାହରେ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଦଳ ଘୋଷଣା କରିବ । ପ୍ରଥମ ପର୍ଯ୍ୟାୟରେ ପାଖାପାଖି ୭୦ ବିଧାନସଭା ଏବଂ ୧୪ ଲୋକସଭା ଆସନ ଘୋଷଣା କରିବାକୁ କଂଗ୍ରେସ ଲକ୍ଷ୍ୟ ରଖିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories