www.samajalive.in
Monday, December 8, 2025
16.1 C
Bhubaneswar

କଂଗ୍ରେସର ସ୍କ୍ରିନିଂ ବୈଠକ ଆରମ୍ଭ

ନୂଆଦିଲ୍ଲୀ : ଶନିବାର ନୂଆଦିଲ୍ଲୀରେ କଂଗ୍ରେସର ସ୍କ୍ରିନିଂ କମିଟି ବୈଠକ ଆରମ୍ଭ ହୋଇଛି । ସ୍କ୍ରିନିଂ କମିଟି ମୁଖ୍ୟ ଭିଡି ସାଥିସାନଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଛି । ଏଥିରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, କାର୍ୟ୍ୟକାରୀ ସଭାପତି, ପ୍ରଭାରୀ ଜିତେନ୍ଦ୍ର ସଂହ, ଏଆଇସିସିର ସମସ୍ତ ସଦସ୍ୟ ଉପସ୍ଥିତ ରହିଛନ୍ତି । ପ୍ରାର୍ଥୀ ତାଲିକା ଚୂଡାନ୍ତ ପରେ ଏଆଇସିସି ଅନୁମୋଦନ ପାଇଁ ପଠାଯିବ ବୋଲି ସୂଚନା ମିଳିଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories