www.samajalive.in
Monday, December 15, 2025
26.1 C
Bhubaneswar

ମଙ୍ଗଳବାର ସୁଦ୍ଧା ନୂଆପଡ଼ା ଆସନ ପାଇଁ ପ୍ରାର୍ଥୀ ଦେବ କଂଗ୍ରେସ

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ନଭେମ୍ବର ୧୧ ତାରିଖରେ ହେବ ନୂଆପଡ଼ା ବିଧାନସଭା ଉପନିର୍ବାଚନ। ସୋମବାର ଏ ସମ୍ପର୍କରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେବା ପରେ ରାଜନୈତିକ ମହଲରେ ତତ୍ପରତା ପ୍ରକାଶ ପାଇଛି। କଂଗ୍ରେସ ଏହି ଆସନ ପାଇଁ ମଙ୍ଗଳବାର ସୁଦ୍ଧା ପ୍ରାର୍ଥୀ ଦେବ ବୋଲି କହିଛନ୍ତି। ଏ ନେଇ ଘୋଷଣା କରିଛନ୍ତି ଓପିସିସି ସଭାପତି ଭକ୍ତ ଦାସ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories