www.samajalive.in
Sunday, December 7, 2025
23.1 C
Bhubaneswar

୨୧ରେ କଂଗ୍ରେସର ମହିଳା ସମାବେଶ

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ କଂଗ୍ରେସର ତତ୍ପରତା । ନିର୍ବାଚନ ପାଖେଇ ଆସୁଥିବାରୁ କଂଗ୍ରେସ କରିବ ମହିଳା ସମାବେଶ । ଆସନ୍ତା ୨୧ତାରିଖରେ ହେବାକୁ ଥିବା ସମାବେଶରେ ଯୋଗଦେବେ ରାଷ୍ଟ୍ରୀୟ ମହିଳା ସଭାପତି ଅଳକା ଲାମ୍ବା । ଏଥିରେ ସମସ୍ତ ସାଙ୍ଗଠନିକ ଜିଲାରୁ ମହିଳା ମାନେ ଆସି ସାମିଲ ହେବେ । ଏନେଇ ସୋମବାର ସାମ୍ବାଦିକ ସମ୍ମିଳନୀରେ ପିସିସି ସଭାପତି ଶରତ ପଟ୍ଟନାୟକ ଓ ରାଜ୍ୟ ମହିଳା କଂଗ୍ରେସ ସଭାନେତୀ ମିନାକ୍ଷୀ ବାହିନୀପତି ସୂଚନା ଦେଇଛନ୍ତି ।

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories