www.samajalive.in
Monday, December 8, 2025
27.1 C
Bhubaneswar

ବିଧାନସଭାରୁ ବିଧାୟକଙ୍କ ଦାମୀ ସାମଗ୍ରୀ ଚୋରି, ଜିନିଷ ଉଦ୍ଧାର ପାଇଁ ବାଚସ୍ପତିଙ୍କୁ କଂଗ୍ରେସର ଚିଠି

ସମାଜ ଡିଜିଟାଲ ଡେସ୍କ: ବିଧାନସଭା ପରିସରରୁ ବିଧାୟକଙ୍କ ଦାମୀ ସାମଗ୍ରୀ ଚୋରି ହୋଇଛି। ସୁନା ଚେନ, ଦାମୀ ଘଣ୍ଟା, ପ୍ୟାଣ୍ଟ ଶାର୍ଟ ଚୋରି ହୋଇଥିବା ନେଇ ବିଧାୟକ ରାମଚନ୍ଦ୍ର କାଡାମ ଅଭିଯୋଗ କରିଛନ୍ତି। ତାଙ୍କ ଜିନିଷ ଫେରାଇଦେବା ଲାଗି କଂଗ୍ରେସ ପକ୍ଷରୁ ବାଚସ୍ପତି ସୁରମା ପାଢ଼ୀଙ୍କୁ ଚିଠି ଲେଖି ଦାବି କରିଛି।

ଚିଠିରେ ଦର୍ଶାଯାଇଛି ଯେ, ଗତ ମାର୍ଚ୍ଚ ୨୬ ତାରିଖ ରାତି ପ୍ରାୟ ସାଢ଼େ ୨ଟାରେ ରାମଚନ୍ଦ୍ରଙ୍କ ଦାମୀ ସାମଗ୍ରୀ ଚୋରି ହୋଇଥିଲା। ଏ ନେଇ ଅଭିଯୋଗ କରାଯାଇଥିଲେ ସୁଦ୍ଧା କ’ଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ତାହା ଅବଗତ କରାଯାଇ ନାହିଁ କି ତାଙ୍କ ଜିନିଷ ଏପର୍ଯ୍ୟନ୍ତ ଫେରସ୍ତ କରାଯାଇ ନାହିଁ। ତେଣୁ ଚୋରି ସାମଗ୍ରୀ ଉଦ୍ଧାର କରିବା ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ଚିଠିରେ ଦାବି କରାଯାଇଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories