www.samajalive.in
Wednesday, December 10, 2025
23.1 C
Bhubaneswar

କଟକ ସହରକୁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ

ଭୁବନେଶ୍ବର: ଦିନକୁ ଦିନ ଓମିକ୍ରନ ପ୍ରକରଣ ବୃଦ୍ଧି ପାଉଥିବାବେଳେ ଏବେ କୋଭିଡ ସଂକ୍ରମଣକୁ ନେଇ କଟକ ସହରବାସୀଙ୍କ ପାଇଁ ଚିନ୍ତା ବଢ଼ାଇ ଦେଇଛି। ଆଜି କଟକ ସହରକୁ ପୁଣି ଫେରିଛି କଣ୍ଟେନମେଣ୍ଟ ଜୋନ। ନୂଆ ରାଉସପାଟଣା ଗୋପବନ୍ଧୁ ବିହାରରେ ମାଇକ୍ରୋକଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଗୋପବନ୍ଧୁ ବିହାରର ଗୋଟିଏ ପରିବାରର ୬ଜଣ ପଜିଟିଭ ଚିହ୍ନଟ ପରେ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି କଟକ ମହାନଗର ନିଗମ।

 

- Advertisement -

ଆଜି କଟକ ଜିଲାରେ ୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କଟକ ଜିଲାରେ ୧୬ଜଣ କରେନାା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ୪ଟି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

Related Articles

Popular Categories