www.samajalive.in
Saturday, December 6, 2025
15.1 C
Bhubaneswar

ଟାଟୁ କରିପାରିବେନି ପୁଲିସ୍ କର୍ମଚାରୀ; ୧୫ ଦିନ ଭିତରେ ଲିଭାଇବାକୁ ନିର୍ଦ୍ଦେଶ

ଭୁବନେଶ୍ଵର; ଏଣିକି ଆଉ ଦେହରେ ଟାଟୁ କରିପାରିବେନି ପୁଲିସ ଅଧିକାରୀ। ଟାଟୁ କରିଥିବା ପୁଲିସ କର୍ମଚାରୀଙ୍କୁ କଡା ନିର୍ଦେଶ ରହିଛି । ଦେହରେ ଟାଟୁ ଥିଲେ ୧୫ଦିନ ମଧ୍ୟରେ ତୁରନ୍ତ ଲିଭାଇବାକୁ ନିର୍ଦେଶ ରହିଛି। ୟୁନିଫର୍ମ ବାହାରେ ଟାଟୁ ଦେଖାଗଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ସ୍ପେଶାଲ ସିକ୍ୟୁରିଟି ବାଟାଲିୟନରେ କାର୍ଯ୍ୟରତ ସିପାହୀଙ୍କୁ ନିର୍ଦେଶ ରହିଛି । ଡିସିପି କହିଛନ୍ତି ଯେ ଦେହରେ ଟାଟୁ କଲେ ଓଡିଶା ପୁଲିସର ସମ୍ମାନ ହାନି ହେଉଛି। ଯଦି କେହି ଟାଟୁ ନ ଲିଭାନ୍ତି, ତେବେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍ ଏଭଳି ନିର୍ଦେଶନାମା ଜାରି କରିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories