www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟରେ ୧୪ ଜିଲାରୁ ୨୧ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୨୧ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ୧୪ ଜିଲାରୁ ଏହି ମୃତ୍ୟୁ ଘଟିଥିବା ବେଳେ ମୃତକଙ୍କ ମଧ୍ୟରେ କଳାହାଣ୍ଡିରୁ ସର୍ବାଧିକ ୩, ଖୋର୍ଦ୍ଧା, କୋରାପୁଟ,ମୟୁରଭଞ୍ଜ,ସମ୍ବଲପୁର ଓ ସୁନ୍ଦରଗଡ ଜିଲାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବରଗଡ, ବଲାଙ୍ଗୀର, କଟକ, କନ୍ଧମାଳ, କେନ୍ଦୁଝର, ନୟାଗଡ, ନୂଆପଡ଼ା ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ଏବେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୩୭୮ରେ ପହଞ୍ଚିଛି। ଏନେଇ ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

- Advertisement -

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories