www.samajalive.in
Sunday, December 7, 2025
26.1 C
Bhubaneswar

ଥମୁନି କରୋନା ମୃତ୍ୟୁ ; ଦିନକରେ ୨୫ ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ କରୋନା ମୃତ୍ୟୁ ସଂଖ୍ୟା ୨୦ ଟପିଛି। ଚିକିତ୍ସାଧୀନ ଅବସ୍ଥାରେ ୨୫ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ମୃତକଙ୍କ ମଧ୍ୟରେ କଳାହାଣ୍ଡି ଓ ଖୋର୍ଦ୍ଧାରୁ ୪ ଲେଖାଏଁ, ଅନୁଗୁଳରୁ ୩, ଗଞ୍ଜାମ, ରାୟଗଡା ଓ ସୁନ୍ଦରଗଡରୁ ୨ ଲେଖାଏଁ, ବାଲେଶ୍ୱର , ବରଗଡ, ବଲାଙ୍ଗୀର, ବୌଦ୍ଧ,କଟକ, ଢେଙ୍କାନାଳ, କେନ୍ଦୁଝର ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨ ହଜାର ୪୦୫ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

- Advertisement -

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories