www.samajalive.in
Friday, December 5, 2025
27.1 C
Bhubaneswar

ଚିନ୍ତା ବଢାଇଲା କରୋନା; ଓଡିଶାରେ ୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ଚିନ୍ତା ବଢାଇଲା କରୋନା। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଅତିକ୍ରମ କରିଥିବା ବେଳେ ରାଜ୍ୟରେ ୫ ଜଣ କରୋନା ଆକ୍ରାନ୍ତ ବୁଧବାର ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରରୁ ୪ ଓ ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି । କରୋନାକୁ ନେଇ ସ୍ଥିତି ଉପରେ ନଜର ରଖାଯିବା ସହ ଏବେ ସ୍ଥିତି ନିୟନ୍ତ୍ରଣରେ ରହିଛି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଏହାସହ ସମୟ ଥାଉ ଥାଉ ଏହାର ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି କେନ୍ଦ୍ର ସରକାର । ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ସମସ୍ତ ରାଜ୍ୟ ସହ ଭିଡିଓ କନଫରେନସିଂ ଜରିଆରେ କୋଭିଡ ସ୍ଥିତିର ସମୀକ୍ଷା କରିବେ। ଏବେ ସଂକ୍ରମଣ ବଢୁଥିବାରୁ ରାଜ୍ୟମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

୫୦୦ ବର୍ଷ ପରେ ଗ୍ରହଙ୍କ ମହାସଂଯୋଗ: ଏହି ୩ ରାଶିଙ୍କ ପାଇଁ ଆସିଗଲା ସବୁଠାରୁ ଶୁଭ ସମୟ, ଧନର ହେବ ବର୍ଷା, ହେବ ବିବାହ, କିଣିବେ ଘର,ଗାଡି..

ଭିଡିଓ ଦେଖିଲେ ଭୟ ଲାଗିବ; ଜନବସତିରେ ପଶି କୁକୁରକୁ ଟାଣି ନେଲା ବାଘ, ବଞ୍ଚିଗଲେ ସିକ୍ୟୁରିଟି ଗାର୍ଡ

- Advertisement -

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories