www.samajalive.in
Tuesday, December 9, 2025
16.1 C
Bhubaneswar

ଆଠଗଡରେ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଆଠଗଡ  :  ଆଠଗଡରେ ବୁଧବାର ୨ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଣ୍ଟିଜେନ ପରୀକ୍ଷଣରୁ ବ୍ରହ୍ମପୁର ସିଏଚସିରେ ୨୯ଜଣଙ୍କ ମଧ୍ୟରୁ ୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଠଗଡ ଡାକ୍ତରଖାନାରେ ୩୫, ଖୁଣ୍ଟୁଣୀରେ ୮ ଓ ଗୁରୁଡିଝାଟିଆରେ ୮ଜଣଙ୍କର ଆଣ୍ଟିଜେନ ପରୀକ୍ଷା କରାଯାଇଥିବା ବେଳେ କେହି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ଏଥି ସହିତ ଆଠଗଡ ଡାକ୍ତରଖାନାରେ ୨୬ ଓ ବ୍ରହ୍ମପୁର ସିଏଚସିରେ ୧୮ଜଣଙ୍କୁ ମିଶାଇ ୪୪ଜଣଙ୍କର ସ୍ୱାବ୍ ନମୁନା ଆରଟିପିସିଆର ପରୀକ୍ଷା ପାଇଁ କଟକ ପଠାଯାଇଥିବା ଜଣାପଡିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories