www.samajalive.in
Monday, December 15, 2025
26.1 C
Bhubaneswar

ଆଜି ଆଉ ୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ; ଗଜପତିରୁ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ରାୟଗଡ଼ାରୁ ୫, ଯାଜପୁରରୁ ୫,ଖୋର୍ଦ୍ଧାରୁ ୮, ନୟାଗଡ଼ରୁ ୨, ବାଲେଶ୍ୱର ୧୩, ଜଗତସିଂହପୁର ୧୯, କଟକ ୩, ଢେଙ୍କାନାଳ ୯,ବରଗଡ଼ ୧, ଗଞ୍ଜାମ ୩୦, ଗଜପତି ୪୧,ପୁରୀ ୧, ସୁନ୍ଦରଗଡ଼ ୪, ବଲାଙ୍ଗୀର ୧, ମୟୁରଭଞ୍ଜ ୧୪, କୋରାପୁଟ ୧, ଝାରସୁଗୁଡ଼ା ୩, କେନ୍ଦ୍ରାପଡ଼ାରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦କୁ ବୃଦ୍ଧି ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୮୬୩ସୁସ୍ଥ ହୋଇଛନ୍ତି , ୧୫୮୩ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories