www.samajalive.in
Sunday, December 7, 2025
16.1 C
Bhubaneswar

ଡରାଇଲାଣି କରୋନା ; ଜାଣନ୍ତୁ କ’ଣ କହିଲେ ସ୍ୱାସ୍ଥ୍ୟ ସଚିବ

ଭୁବନେଶ୍ୱର : ପୁଣି ଡରାଇଲାଣି କରୋନା । ଦେଶରେ କରୋନାର ମାମଲା ବଢି ଚାଲିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେ ଅନ୍ୟାନ୍ୟ ରୋଗରେ ଆକ୍ରାନ୍ତ ବୋଲି ଜଣାପଡିଛି । କରୋନାକୁ ନେଇ ବ୍ୟସ୍ତ ନ ହେବାକୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟ ସଚିବ ।
ସେହିପରି କରୋନା ପାଇଁ ବୈଠକ ପରେ ସ୍ୱାସ୍ଥ୍ୟ ସଚିବ ଏସ୍ ଅଶ୍ୱସ୍ତିଙ୍କ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ବୟସ ୭୫ ହେବ । ସେ ଦିଲୀ ହରିଦ୍ଵାରରୁ କିଛି ଦିନ ପୂର୍ବରୁ ଫେରିଛନ୍ତି ।

ଦୀର୍ଘ ୧୮ ବର୍ଷ ପରେ ଜୁନ୍‌ରେ ଶକ୍ତିଶାଳୀ ରାଜଯୋଗ; ଏହି ରାଶିଙ୍କୁ ଧନୀ କରିବାକୁ ଆସୁଛନ୍ତି ଶୁକ୍ର, ମଙ୍ଗଳ, ଧନର ହେବ ବର୍ଷା, ବଢିବ ଦରମା, ହେବ ବିବାହ, ସବୁଥିରେ ମିଳିବ ସଫଳତା..

- Advertisement -

ସ୍ୱାସ୍ଥ୍ୟ ସଚିବ କହିଛନ୍ତି, ଏହା ମାଇଲଡ ଭାରିଏଣ୍ଟ, ବ୍ୟାପିବାର ସମ୍ଭାବନା କମ୍ । କେହି ବ୍ୟସ୍ତ ହୁଅନ୍ତୁ ନାହିଁ । କରୋନା ସାରା ଦେଶରୁ ସମ୍ପୂର୍ଣ୍ଣ ହଟିନିା ଆକ୍ରାନ୍ତ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ଭଲ ଅଛିା ସେ ବହୁ ରୋଗରେ ପୀଡିତ ଅଛନ୍ତି । ସମ୍ପୃକ୍ତ ଆକ୍ରାନ୍ତ ସଂଗରୋଧରେ ଅଛନ୍ତି । ନୂଆ ଗାଇଡଲାଇନ ପାଇଁ ଭାରତ ସରକାରଙ୍କ କୌଣସି ଗାଇଡ୍ ଲାଇନ୍ ଆସିନାହିଁ । ସ୍ୱାସ୍ଥ୍ୟ ବିଭାଗକୁ ନଜର ରଖିବାକୁ ନିର୍ଦ୍ଦେଶ ଆସିଛି । ସ୍ଵାସ୍ଥ୍ୟ ବିଭାଗ ସଜାଗ ଅଛି ।

ଭିଡିଓରେ ଦେଖନ୍ତୁ ; ରାଜଧାନୀରେ ଝଡ ତୋଫାନର ତାଣ୍ଡବ, ୭ ମୃତ, ମହିଳାଙ୍କ ବେକରୁ ଅଲଗା ହେଲା ମୁଣ୍ଡ, ଉପୁଡିଲା ଗଛ

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories