www.samajalive.in
Sunday, December 7, 2025
13.1 C
Bhubaneswar

ଦେଶରେ ରେକର୍ଡ ଭାଙ୍ଗୁଛି କରୋନା ; ନୂଆ ଆକ୍ରାନ୍ତ ଟପିଲା ୧ଲକ୍ଷ ୩୧ ହଜାର

ନୂଆଦିଲ୍ଲୀ : ଦେଶରେ କରୋନା ପୁଣି ନିଜର କାୟା ବିସ୍ତାର କରିବାରେ ଲାଗିଛି। ପ୍ରତିଦିନ ଏକ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେବା ସହ ନୂଆ ରେକର୍ଡ଼ ସୃଷ୍ଟି କରୁଛି। ୨୪ ଘଣ୍ଟାରେ ୧ ଲକ୍ଷ ୩୧ ହଜାର ୯୬୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୩୦,୬୦, ୫୪୨କୁ ବୃଦ୍ଧି ପାଇଛି। ଦିନକରେ ୬୧, ୮୯୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧,୧୯,୧୩,୨୯୨ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ୭୮୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୭, ୬୪୨ରେ ପହଞ୍ଚିଛି। ୯,୭୯,୬୦୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories