www.samajalive.in
Saturday, December 6, 2025
26.1 C
Bhubaneswar

ଦିନକରେ ରେକର୍ଡ଼ ୫୭୭ କରୋନା ରୋଗୀ, ରାଜ୍ୟରେ ସକ୍ରମିତଙ୍କ ସଂଖ୍ୟା ଟପିଲା ୧୧ ହଜାର

ଭୁବନେଶ୍ୱର : ରାଜ୍ୟରେ ଗୁରୁବାର ଆଉ ୫୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୨୦୧ରେ ପହଂଚିଛି।ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏନେଇ ଟ୍ୱଟ ଯୋଗେ ସୂଚନା ମିଳିଛି।
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୬ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୧ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୭, ବାଲେଶ୍ୱର ୩୦, ଭଦ୍ରକ ୨, ବୌଦ୍ଦ ୫, କଟକ ୧୪, ଢେଙ୍କାନାଳ ୪, ଗଜପତି ୧୭, ଗଞ୍ଜାମ ୨୬୦, ଜଗତସିଂହପୁର ୭, ଯାଜପୁର ୯, ଝାରସୁଗୁଡ଼ା ୧, କନ୍ଧମାଳ ୧, କେନ୍ଦ୍ରାପଡ଼ା ୩, କେନ୍ଦୁଝର ୪୮, ଖୋର୍ଦ୍ଧା ୫୬, କୋରାପୁଟ ୬, ମାଲକାନଗିରି ୧, ମୟୁରଭଞ୍ଜ ୧୪, ନୟାଗଡ଼ ୧, ପୁରୀ ୫, ସମ୍ବଲପୁର ୩, ସୁନ୍ଦରଗଡରୁ଼ ୮୩ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୦୦୬ ଜଣ ସୁସ୍ଥ ହୋଇଥିବା ବେଳେ ୪୧୨୮ ସକ୍ରିୟ ରହିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories