www.samajalive.in
Saturday, December 6, 2025
26.1 C
Bhubaneswar

ନୂଆ ଚିହ୍ନଟ ଆକ୍ରାନ୍ତ ୭୫୭ ; ଚିକିତ୍ସାଧୀନ ଅବସ୍ଥାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୦୮୮

ଭୁବନେଶ୍ୱର : ଗତ କିଛି ଦିନ ହେବ ରାଜ୍ୟରେ ହଜାରେ ତଳେ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ୨୪ ଘଣ୍ଟାରେ ୭୫୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧ କେନ୍ଦ୍ରରୁ ୪୩୬ ଓ ସ୍ଥାନୀୟ ଅଞ୍ଚଳରୁ ୩୨୧ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୨,୫୪୫ରେ ପହଞ୍ଚିଛି। ୩,୦୨,୭୯୬ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮,୦୮୮ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୩୦ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭୦ ଓ କଟକରୁ ୬୭। ଅନୁଗୁଳରୁ ୭୫, ବାଲେଶ୍ୱର ୩୪, ବରଗଡ ୧୨, ଭଦ୍ରକ ୧୯, ବଲାଙ୍ଗୀର ୩୫, ଦେଓଗଡ଼ ୧, ଢେଙ୍କାନାଳ ୯, ଗଜପତି ୧, ଗଞ୍ଜାମ ୧୩, ଜଗତସିଂହପୁର ୪୨, ଯାଜପୁର ୨୭, ଝାରସୁଗୁଡ଼ା ୨୫, କଳାହାଣ୍ଡି ୩୭, କନ୍ଧମାଳ ୪, କେନ୍ଦ୍ରାପଡ଼ା ୨୯, କେନ୍ଦୁଝର ୨୬, କୋରାପୁଟ ୮, ମାଲାକାନଗିରି ୮, ମୟୁରଭଞ୍ଜ ୪୩, ନବରଙ୍ଗପୁର ୧୦, ନୟାଗଡ ୬, ନୂଆପଡ଼ା ୪୧, ପୁରୀ ୯, ରାୟଗଡ଼ା ୪, ସମ୍ବଲପୁର ୩୫, ସୋନପୁର ୧, ସୁନ୍ଦରଗଡ ୫୨, ଷ୍ଟେଟ ପୁଲରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories