www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟରେ ଆଉ ୬୬ ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ମୃତକଙ୍କ ସଂଖ୍ୟା ୬୦ ଅତିକ୍ରମ କରୁଛି। ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଗତସିଂହପୁରରୁ ସର୍ବାଧିକ ୧୧। କଟକରୁ ୧୦, ଢେଙ୍କାନାଳ ୮, କେନ୍ଦ୍ରାପଡାରୁ ୭, ଅନୁଗୁଳ ଓ ଯାଜପୁରରୁ ୬ ଲେଖାଏଁ, ଭଦ୍ରକରୁ ୫, ବାଲେଶ୍ୱର . ଖୋର୍ଦ୍ଧାରୁ ୩, କେନ୍ଦୁଝର,ମୟୁରଭଞ୍ଜ ଓ ନୟାଗଡରୁ ୨ ଲେଖାଏଁ ମୃତ୍ୟୁବରଣ କରିଛି। ସେହିପରି ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୨୮୯ରେ ପହଞ୍ଚିଛି।

Hot this week

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

Related Articles

Popular Categories