www.samajalive.in
Sunday, December 7, 2025
26.1 C
Bhubaneswar

ଦେଶରେ ପୁଣି ୨ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଗତ ୧ ମାସ ପରେ ଗତକାଲି କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ତଳକୁ ଖସିଥିଲା ବୋଲି ରେକର୍ଡ କରାଯାଇଥିଲା। ମାତ୍ର ପୁଣି ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ୪ ହଜାର ଅତିକ୍ରମ କରିଛି। ଆଉ ୨,୦୮,୯୨୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୧,୫୭,୭୯୫ରେ ପହଞ୍ଚିଛି। ଚିକିତ୍ସାଧୀନ ଅବସ୍ଥାରେ ୪,୧୫୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ୩,୧୧,୩୮୮ରେ ପହଞ୍ଚିଛି। ଦିନକରେ ୨,୯୫,୯୫୫ ସୁସ୍ଥ ହୋଇଥିବା ବେଳେ ମୋଟ ୨,୪୩,୫୦,୮୧୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୪,୯୫,୫୯୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories