www.samajalive.in
Saturday, December 6, 2025
16.1 C
Bhubaneswar

ହ୍ରାସ ପାଇଲା ମୃତ୍ୟୁ ସଂଖ୍ୟା ; ନୂଆ ଆଉ ସଂକ୍ରମିତ ୧.୩୪ ଲକ୍ଷ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧.୩୪ ଲକ୍ଷ ଟପିଥିବା ବେଳେ ମୃତକଙ୍କ ସଂଖ୍ୟା ଗତକିଛି ଦିନରେ ୩ ହଜାର ଅତିକ୍ରମ କରୁଥିବା ବେଳେ ଆଜି ହ୍ରାସ ପାଇଛି। ଦେଶରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୩୪ ହଜାର ୧୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୮୪,୪୧,୯୮୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨ ହଜାର ୮୮୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୩୭ ହଜାର ୯୮୯ରେ ପହଞ୍ଚିଛି। ଦିନକରେ ୨ ଲକ୍ଷ ୧୧ ହଜାର ୪୯୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୬୩,୯୦,୫୮୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୭,୧୩,୪୧୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୨,୧୦,୪୩,୬୯୩ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories