www.samajalive.in
Saturday, December 6, 2025
15.1 C
Bhubaneswar

ଦୀର୍ଘ ୭୫ ଦିନ ପରେ ଦେଶରେ ସର୍ବନିମ୍ନ ସଂକ୍ରମଣ ରେକର୍ଡ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି। ୨୪ ଘଣ୍ଟାରେ ଆଉ ୬୦ ହଜାର ୪୭୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୫,୭୦,୮୮୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ହଜାର ୭୨୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୭ ହଜାର ୦୩୧ରେ ପହଞ୍ଚିଛି। ଦିନକରେ ଆଉ ୧ ଲକ୍ଷ ୧୭ ହଜାର ୫୨୫ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୨,୮୦,୪୭୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯,୧୩,୩୭୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୫,୯୦,୪୪,୦୭୨ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories