www.samajalive.in
Saturday, December 6, 2025
14.1 C
Bhubaneswar

ଦିନକରେ ଆଉ ନୂଆ ସଂକ୍ରମିତ ୬୭,୨୦୮

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୬୭ ହଜାର ୨୦୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୭,୦୦,୩୧୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨,୩୩୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୮୧,୯୦୩ରେ ପହଞ୍ଚିଛି। ୨୪ ଘଣ୍ଟାରେ ଆଉ ୧,୦୩,୫୭୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୪,୯୧,୬୭୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୮,୨୬,୭୪୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୬,୫୫,୧୯,୨୫୧ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories