www.samajalive.in
Saturday, December 6, 2025
14.1 C
Bhubaneswar

ଦେଶରେ ଆଉ ନୂଆ ସଂକ୍ରମିତ ୬୦,୭୫୩

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୬୦,୭୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୮,୨୩,୫୪୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୬୪୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୮୫,୧୩୭ରେ ପହଞ୍ଚିଛି। ଦିନକରେ ୯୭,୭୪୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୬,୭୮,୩୯୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭,୬୦,୦୧୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୭,୨୩,୮୮,୭୮୩ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories