www.samajalive.in
Saturday, December 6, 2025
15.1 C
Bhubaneswar

ଦେଶରେ ଦୈନିକ ସଂକ୍ରମଣ ୬୦ ହଜାର ତଳକୁ ଖସିଲା

ନୂଆଦିଲ୍ଲୀ : ଦୀର୍ଘ ଦିନ ପରେ ଦେଶରେ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦ ହଜାର ତଳକୁ ଖସିଛି। ୨୪ ଘଣ୍ଟାରେ ଆଉ ୫୮ ହଜାର ୪୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୮,୮୧,୯୬୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧ ହଜାର ୫୭୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୮୬,୭୧୩ରେ ପହଞ୍ଚିଛି। ଦିନକରେ ଆଉ ୬୦,୦୦୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୭,୬୬,୦୦୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭,୨୯,୨୪୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୭,୬୬,୯୩,୫୭୨ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories