www.samajalive.in
Sunday, December 7, 2025
14.1 C
Bhubaneswar

ଦେଶରେ ୯୧ ଦିନ ପରେ ସବୁଠାରୁ କମ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧ ଦିନ ମଧ୍ୟରେ ସବୁଠାରୁ କମ ରେକର୍ଡ ହୋଇଛି। ୨୪ ଘଣ୍ଟାରେ ଆଉ ୪୨,୬୪୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୯,୭୭,୮୬୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୧୬୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୮୯,୩୦୨ରେ ପହଞ୍ଚିଛି। ଦିନକରେ ୮୧,୮୩୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୯,୨୬,୦୩୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬,୬୨,୫୨୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୮,୮୭,୬୬,୨୦୧ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories