www.samajalive.in
Saturday, December 6, 2025
15.1 C
Bhubaneswar

ଦେଶରେ ନୂଆ ସଂକ୍ରମିତ ୪୪,୨୩୦ ; ଆରୋଗ୍ୟ ହାର ୯୭.୩୮

ନୂଆଦିଲ୍ଲୀ : ଦେଶରେ ଦୈନିକ ସଂକ୍ରମଣ ପୁଣି ୪୪ ହଜାର ଅତିକ୍ରମ କରିଛି । ୨୪ ଘଣ୍ଟାରେ ଆଉ ୪୪ ହଜାର ୨୩୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୫,୭୨,୩୪୪କୁ ବୃଦ୍ଧି ପାଇଛି । ଚିକିସôାଧୀନ ଅବସ୍ଥାରେ ଆଉ ୫୫୫ ଆକ୍ରାନ୍ତଙ୍କ ମୃତ୍ୟୁ  ହୋଇଥିବା ବେଳେ ମୋଟ ମୃତ୍ୟୁ  ସଂଖ୍ୟା ୪,୨୩,୨୧୭ରେ ପହଞ୍ଚିଛି ।ମୃତ୍ୟୁ  ହାର ୧.୩୪% ।
ଦିନକରେ ୪୨,୩୬୦ ସୁସ୍ଥ ହୋଇଥିବା ବେଳେ ମୋଟ ୩,୦୭,୪୩,୯୭୨ଆରୋଗ୍ୟ ଲାଭ କରିଛନ୍ତି । ଆରୋଗ୍ୟ ହାର ୯୭.୩୮% । ୪,୦୫,୧୫୫ ସକ୍ରିୟ ଆକ୍ରାନ୍ତ ଚିକିସôାଧୀନ ଅବସ୍ଥାରେ ରହିଛନ୍ତି । ସକ୍ରିୟ ଆକ୍ରାନ୍ତ ହାର ୧.୨୮% । ଦିନକରେ ୫୧, ୮୩, ୧୮୦ ଟିକା ନେଇଥିବା ବେଳେ ମୋଟ ୪୫,୬୦,୩୩, ୭୫୪ ଟିକା ନେଇ ସାରିଛନ୍ତି । ୨୪ ଘଣ୍ଟାରେ ୧୮, ୧୬, ୨୭୭ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୪୬,୪୬,୫୦,୭୨୩ ନମୁନା ପରୀକ୍ଷା କରାଯାଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories