www.samajalive.in
Saturday, December 6, 2025
23.1 C
Bhubaneswar

ଦେଶରେ ନୂଆ ଆକ୍ରାନ୍ତ ୩୬,୫୯୪ ; ମୃତ ୫୪୦

ନୂଆଦିଲ୍ଲୀ : ଦେଶରେ କରୋନା ପଜିଟିଭ ସଂଖ୍ୟା କିଛି ଦିନ ମଧ୍ୟରେ ହ୍ରାସ ଓ ବୃଦ୍ଧି ଉଭୟ ହେଉଥିବା ଦେଖାଯାଉଛି। ଦେଶରେ ୨୪ ଘଣ୍ଟାରେ ୩୬,୫୯୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୫୪୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୩୯,୧୮୮ରେ ପହଞ୍ଚିଛି । ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫,୭୧, ୫୫୯କୁ ବୃଦ୍ଧି ପାଇଛି। ୪,୧୬,୦୮୨ ସକ୍ରିୟ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୦,୧୬,୨୮୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

 

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories