www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ୩୨୦ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୩୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪୧,ସଙ୍ଗରୋଧରୁ ୧୮୭,ସ୍ଥାନୀୟ ୧୩୩।

- Advertisement -


୨୭ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୧, ବାଲେଶ୍ୱର ୫, ବରଗଡ ୧୩, ଭଦ୍ରକ ୫, ବଲାଙ୍ଗୀର ୧୩, ବୌଦ୍ଧ ୧୭, କଟକ ୧୪, ଦେଓଗଡ ୪, ଗଜପତି ୫, ଗଞ୍ଜାମ ୨, ଜଗତସିଂହପୁର ୬, ଯାଜପୁର ୫, ଝାରସୁଗୁଡା ୫, କଳାହାଣ୍ଡି ୩୩, କନ୍ଧମାଳ ୯, କେନ୍ଦ୍ରାପଡା ୪, କେନ୍ଦୁଝର ୪, ଖୋର୍ଦ୍ଧା ୪୯, କୋରାପୁଟ ୩, ମୟୁରଭଞ୍ଜ ୧୨, ନବରଙ୍ଗପୁର ୮, ନୟାଗଡ ୨, ନୂଆପଡା ୧୧, ପୁରୀ ୩, ସମ୍ବଲପୁର ୨୪, ସୋନପୁର ୭, ସୁନ୍ଦରଗଡ ୪୫, ଷ୍ଟେଟ ପୁଲରୁ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୪,୭୭୪କୁ ବୃଦ୍ଧି ପାଇଛି। ୧୩,୧୨,୯୦୧ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨ ହଜାର ୬୫୮ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories