www.samajalive.in
Sunday, December 7, 2025
23.1 C
Bhubaneswar

ଦେଶରେ ଆଉ ୧୩,୨୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଆଉ ୧୩,୨୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ୪,୪୩,୨୭,୮୯୦କୁ ବୃଦ୍ଧି ପାଇଛି। ସେହିପରି ଆଉ ୧୩,୯୦୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪,୩୬,୯୯,୪୩୫ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୫୮%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୭,୨୮୯ରେ ପହଞ୍ଚିଛି। ମୃତ୍ୟୁ ହାର ୧.୧୯%। ୧,୦୧,୧୬୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୨୩%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories