www.samajalive.in
Friday, December 5, 2025
27.1 C
Bhubaneswar

ଦେଶରେ କମୁଛି ସଂକ୍ରମଣ ; ବୃଦ୍ଧି ଆରୋଗ୍ୟ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୨ ହଜାର ୭୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୬,୦୯,୨୫୭କୁ ବୃଦ୍ଧି ପାଇଛି। ସେହିପରି ଚିକିତ୍ସାଧୀନ ଅବସ୍ଥାରେ ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୭୭୮ରେ ପହଞ୍ଚିଛି। ମୃତ୍ୟୁ ହାର ୧.୧୯%। ଆଉ ୩,୮୮୪ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୪୦,୫୧,୨୨୮ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୫% । ଆଉ ୨୯ ହଜାର ୨୫୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୭%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories