www.samajalive.in
Saturday, December 6, 2025
23.1 C
Bhubaneswar

୨୪ ଘଣ୍ଟାରେ ନୂଆ ୬୭, ୭୦୮ ଆକ୍ରାନ୍ତ ଚିହ୍ନଟ ; ୮,୧୨,୩୯୦ ଚିକିତ୍ସାଧୀନ

ନୂଆଦିଲ୍ଲୀ :ଦେଶରେ କିଛି ଦିନ ହେବ ନୂଆ କରୋନା ପଜିଟିଭିଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖିବାକୁ ମିଳିଛି। କିଛି ସପ୍ତାହ ପୂର୍ବରୁ ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ପାର ହେଉଥିବା ବେଳେ ଏହା ହ୍ରାସ ହେଉଥିବା ଦେଖାଯାଉଛି। ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୧ ହଜାର ୨୬୬ରେ ପହଞ୍ଚିଛି। ଏହାସହ ୨୪ ଘଣ୍ଟାରେ ନୂଆ ୬୭, ୭୦୮ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ୬୮୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩ ଲକ୍ଷ ୭ହଜାର ୯୮କୁ ବୃଦ୍ଧି ପାଇଛି। ୮,୧୨,୩୯୦ ଚିକିତ୍ସାଧୀନ ଅବସ୍ଥ୍‍ାରେ ରହିଥିବା ବେଳେ ୬୩,୮୩,୪୪୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories