www.samajalive.in
Saturday, December 6, 2025
16.1 C
Bhubaneswar

ଦେଶରେ ନୂଆ ପଜିଟିଭ ୩୨,୦୮୦ ; ମୃତ ୪୦୨

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଉଭୟ ହ୍ରାସ ଓ ବୃଦ୍ଧି ପାଉଥିବବା ଦେଖାଯାଉଛି। ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଦେଶରେ ୨୪ ଘଣ୍ଟାରେ ୩୨,୦୮୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୪୦୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୧ ହଜାର ୩୬୦ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ଲକ୍ଷ ୩୫ ହଜାର ୮୫୦କୁ ବୃଦ୍ଧି ପାଇଛି। ୩ଲକ୍ଷ ୭୮ ହଜାର ୯୦୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୯୨ ଲକ୍ଷ ୧୫ ହଜାର ୫୮୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories