www.samajalive.in
Friday, December 5, 2025
20.1 C
Bhubaneswar

୨୨,୦୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ୩୫୪ ମୃତ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା ଦେଖାଯାଇଛି। ଦେଶରେ ୨୪ ଘଣ୍ଟାରେ ୨୨,୦୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୩୫୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୩ ହଜାର ୭୦୯ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯,୦୬,୧୬୫କୁ ବୃଦ୍ଧି ପାଇଛି। ୩,୩୯,୮୨୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୯୪,୨୨,୬୩୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

 

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories