www.samajalive.in
Saturday, December 6, 2025
14.1 C
Bhubaneswar

ଦେଶରେ ହ୍ରାସ ପାଉଛି ଦୈନିକ ସଂକ୍ରମଣ ଓ ମୃତକଙ୍କ ସଂଖ୍ୟା ; ନୂଆ ପଜିଟିଭ ୧୯,୦୭୮

ନୂଆଦିଲ୍ଲୀ : ଦେଶରେ ହ୍ରାସ ପାଉଛି ଦୈନିକ ସଂକ୍ରମଣ ଓ ମୃତକଙ୍କ ସଂଖ୍ୟା। ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ମଧ୍ୟରେ ସୀମିତ ରହିଛି। ୨୪ ଘଣ୍ଟାରେ ଦେଶରେ ୧୯,୦୭୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୨,୯୨୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୨୨୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୯ ହଜାର ୨୧୮ରେ ପହଞ୍ଚିଛି। ସେହିପରି ମୋଟ ପଜିଟିଭଙ୍କ ସଂଖ୍ୟା ୧ କୋଟି ୩ଲକ୍ଷ ୫ହଜାର ୭୮୮କୁ ବୃଦ୍ଧି ପାଇଛି। ୨,୫୦,୧୮୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୯,୦୬,୩୮୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories