www.samajalive.in
Monday, December 8, 2025
17.1 C
Bhubaneswar

ଦେଶରେ ନୂଆ ସଂକ୍ରମିତ ୧୮,୨୨୨

ନୂଆଦିଲ୍ଲୀ : ଦେଶରେ ଦୈନିକ ସଂକ୍ରମଣରେ ହ୍ରାସ ପାଉଥିବା ସହ ମୃତକଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଦେଶରେ ୨୪ ଘଣ୍ଟାରେ ୧୮,୨୨୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୨୨୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦେଶରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୧ଲକ୍ଷ ୫୦ହଜାର ୭୯୮ରେ ପହଞ୍ଚିଛି। ଦିନକରେ ୧୯,୨୫୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୧ କୋଟି ୪ଲକ୍ଷ ୩୧ ହଜାର ୬୩୯କୁ ବୃଦ୍ଧି ପାଇଛି। ୨,୨୪,୧୯୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୧,୦୦,୫୬,୬୫୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories