www.samajalive.in
Monday, December 8, 2025
24.1 C
Bhubaneswar

ହ୍ରାସ ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା ; ନୂଆ ପଜିଟିଭ ୧୨,୫୮୪, ସୁସ୍ଥ ୧୮,୩୮୫

ନୂଆଦିଲ୍ଲୀ : ଦେଶରେ ଦ୍ରୁତ ଗତିରେ ହ୍ରାସ ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟା। ବୃଦ୍ଧି ପାଉଛି ଆରୋଗ୍ୟ ହାର। ୨୪ ଘଣ୍ଟାରେ ଆଉ ନୂଆ ପଜିଟିଭ ୧୨,୫୮୪ ଚିହ୍ନଟ। ଚିକିତ୍ସାଧୀନ ଅବସ୍ଥାରେ ୧୬୭ ଆକ୍ରାନ୍ତଙ୍କ ମୃତ୍ୟୁ। ମୋଟ ମୃତ୍ୟୁ ୧,୫୧,୩୨୭ରେ ପହଞ୍ଚିଛି। ଦିନକରେ ୧୮,୩୮୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୋଟ ୧,୦୧,୧୧,୨୯୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୧,୦୪,୭୯,୧୭୯କୁ ବୃଦ୍ଧି ପାଇଛି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା। ୨,୧୬,୫୫୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories