www.samajalive.in
Friday, December 5, 2025
26.1 C
Bhubaneswar

ଦେଶରେ ଚିହ୍ନଟ ଆକ୍ରାନ୍ତ ୫୩,୩୭୦ ; ମୋଟ ଆକ୍ରାନ୍ତ ୭୮ ଲକ୍ଷ ୧୪ ହଜାର ୬୮୨

ନୂଆଦିଲ୍ଲୀ : ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଦେଶରେ ୫୩,୩୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୫୦ ଜଣଙ୍କ ମୃତ୍ୟୁ ହୋଇଛି। ଏହାସହ ଏବେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୭ ହଜାର ୯୫୬ରେ ପହଞ୍ଚିଛି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୮ ଲକ୍ଷ ୧୪ ହଜାର ୬୮୨କୁ ବୃଦ୍ଧି ପାଇଛି। ମୋଟ ୬,୮୦,୬୮୦ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୭୦,୧୬,୦୪୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories