www.samajalive.in
Tuesday, December 9, 2025
16.1 C
Bhubaneswar

ଦେଶରେ ଚିହ୍ନଟ ନୂଆ କରୋନା ଆକ୍ରାନ୍ତ ୧୫,୩୮୮

ନୂଆଦିଲ୍ଲୀ : ଦେଶରେ ଗତକିଛି ଦିନ ମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ଟପିଥିବା ବେଳେ ଆଜି ଏଥିରେ ହ୍ରାସ ହୋଇଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୧୫,୩୮୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୨,୪୪,୭୮୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୭୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମତ୍ୟୁ ସଂଖ୍ୟା ୧,୫୭,୯୩୦ରେ ପହଞ୍ଚିଛି। ଦିନକରେ ୧୬,୫୯୬ ଆକ୍ରାନ୍ତଙ୍କ ସୁସ୍ଥ ହୋଇଥିବା ବେଳେ ୧,୦୮,୯୯,୩୯୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୮୭,୪୬୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

Related Articles

Popular Categories