www.samajalive.in
Thursday, December 11, 2025
27.1 C
Bhubaneswar

ଦେଶରେ ଦିନକରେ ୫୬,୨୧୧ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କିଛି ଦିନ ମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ଅତିକ୍ରମ କରିଥିବା ବେଳେ ଆଜି ହ୍ରାସ ହୋଇଥିବା ଦେଖାଯାଇଛି। ୨୪ ଘଣ୍ଟାରେ ୫୬,୨୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୦,୯୫,୮୫୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨୭୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୨,୧୧୪ରେ ପହଞ୍ଚିଛି। ଦିନକରେ ୩୭,୦୨୮ ସୁସ୍ଥ ହୋଇଥିବା ବେଳେ ୧,୧୩,୯୩,୦୨୧ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫,୪୦,୭୨୦ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

Related Articles

Popular Categories