www.samajalive.in
Saturday, December 6, 2025
14.1 C
Bhubaneswar

ଦେଶରେ ନୂଆ କରୋନା ସଂକ୍ରମିତ ୩ ଲକ୍ଷ ୫୭ ହଜାର୨୨୯

ନୂଆଦିଲ୍ଲୀ : ଦେଶରେ କରୋନାର ଦ୍ୱିତୀୟ ତରଙ୍ଗ ଦ୍ରୁତ ଗତିରେ ବୃଦ୍ଧି ପାଇବା ସହ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଛି। ଦୈନିକ ସଂକ୍ରମଣ ଲଗାତାର ୩ ଲକ୍ଷ ୫୦ ହଜାର ପାର ହେଉଛି। ଦିନକରେ ଆଉ ୩ ଲକ୍ଷ ୫୭ ହଜାର୨୨୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୨,୮୨,୮୮୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩,୪୪୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୨୨,୪୦୮ରେ ପହଞ୍ଚିଛି। ୨୪ ଘଣ୍ଟାରେ ୩,୨୦,୨୮୯ ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୬୬,୧୩,୨୯୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୪,୪୭,୧୩୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories