www.samajalive.in
Saturday, December 6, 2025
14.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ୪,୦୩,୭୩୮ ଆକ୍ରାନ୍ତ ଚିହ୍ନଟ ; ୪,୦୯୨ ମୃତ

ନୂଆଦିଲ୍ଲୀ : ଦେଶରେ ଦୈନିକ ସଂକ୍ରମଣ ଲଗାତାର ୪ ଲକ୍ଷ ଅତିକ୍ରମ କରୁଛି। ଦେଶରେ ୨୪ ଘଣ୍ଟାରେ ୪,୦୩,୭୩୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୨,୨୨,୯୬,୪୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୪,୦୯୨ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୪୨,୩୬୨ରେ ପହଞ୍ଚିଛି। ଦିନକରେ ୩,୮୬,୪୪୪ ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୮୩,୧୭,୪୦୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୭,୩୬,୬୪୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories