www.samajalive.in
Saturday, December 6, 2025
14.1 C
Bhubaneswar

ଦୈନିକ ସଂକ୍ରମଣରେ ହ୍ରାସ ; ନୂଆ ସଂକ୍ରମିତ ଟପିଲା ୩ ଲକ୍ଷ ୪୮ ହଜାର

ନୂଆଦିଲ୍ଲୀ : ଦେଶରେ କରୋନାର ଦୈନିକ ସଂକ୍ରମଣ କିଛି ଦିନ ମଧ୍ୟରେ ୪ ଲକ୍ଷ ଅତିକ୍ରମ କରୁଥିବା ବେଳେ ଏଥିରେ ଏବେ ସାମାନ୍ୟ ହ୍ରାସ ପାଇଛି। ଦିନକରେ ୩ ଲକ୍ଷ ୪୮ ହଜାର୪୨୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୩୩,୪୦,୯୩୮କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୪ ହଜାର ୨୦୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨,୫୪,୧୯୭ରେ ପହଞ୍ଚିଛି। ୨୪ ଘଣ୍ଟାରେ ୩,୫୫,୩୩୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୯୩,୮୨,୬୪୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୭,୦୪,୦୯୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories