www.samajalive.in
Saturday, December 6, 2025
26.1 C
Bhubaneswar

ଦେଶରେ ଆରୋଗ୍ୟ ହାର ୯୮.୭୪%

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୨ ହଜାର ୫୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୦୪,୪୬୩କୁ ବୃଦ୍ଧି ପାଇଛି। ଆଉ ୩ ହଜାର ୫୫୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୪୦,୪୩,୪୩୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୪%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୭୪୫ରେ ପହଞ୍ଚିଛି। ମୃତ୍ୟୁ ହାର ୧.୧୯%। ୩୨,୨୮୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୭%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories