www.samajalive.in
Sunday, December 7, 2025
26.1 C
Bhubaneswar

ଦିନକରେ ଚିହ୍ନଟ ଆକ୍ରାନ୍ତ ୧୨,୨୮୬ ; ମୃତ ୯୧

ନୂଆଦିଲ୍ଲୀ : ଦେଶରେ କିଛି ଦିନରେ ଲଗାତାର ୧୬ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏଥିରେ ହ୍ରାସ ହୋଇଥିବା ଦେଖାଯାଇଛି। ୨୪ ଘଣ୍ଟାରେ ୧୨,୨୮୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭ ସଂଖ୍ୟା ୧,୧୧,୨୪,୫୨୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୯୧ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୭,୨୪୮ରେ ପହଞ୍ଚିଛି। ସେହିପରି ଦିନକରେ ୧୨,୪୬୪ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୭,୯୮,୯୨୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୬୮,୩୫୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories