www.samajalive.in
Saturday, December 6, 2025
15.1 C
Bhubaneswar

କମୁଛି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ; ୨୪ ଘଣ୍ଟାରେ ୬୩,୫୦୯ ଆକ୍ରାନ୍ତ ଚିହ୍ନଟ ୭୩୦ ମୃତ

ନୂଆଦିଲ୍ଲୀ : କିଛି ସପ୍ତାହ ହେବ ଦେଶରେ କରୋନା ଆକ୍ରାନ୍ତଙ୍କ ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ୨୪ ଘଣ୍ଟାରେ ୬୩,୫୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୦ ହଜାର ୫୮୬ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୨ ଲକ୍ଷ ୩୯ ହଜାର ୩୯୦କୁ ବୃଦ୍ଧି ପାଇଛି। ମୋଟ ୮,୨୬,୮୭୬ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୬୩, ୦୧,୯୨୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories