www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟରେ ଆଉ ୧୭୪ ନୂଆ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୧୭୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୩, ସଙ୍ଗରୋଧରୁ ୧୦୨ ଓ ସ୍ଥାନୀୟ ୭୨।

- Advertisement -


ଅନୁଗୁଳରୁ ୧, ବାଲେଶ୍ୱର ୪,ବରଗଡ ୧, ଭଦ୍ରକ ୨, ବଲାଙ୍ଗୀର ୧, ବୌଦ୍ଧ ୩, କଟକ ୨୦, ଦେଓଗଡ ୩, ଗଞ୍ଜାମ ୨, ଜଗତସିଂହପୁର ୩, ଯାଜପୁର ୬, ଝାରସୁଗୁଡା ୧ , କଳାହାଣ୍ଡି ୨, କନ୍ଧମାଳ ୧ , କେନ୍ଦ୍ରାପଡା ୫, ଖୋର୍ଦ୍ଧା ୫୫, କୋରାପୁଟ ୧, ମାଲକାନଗିରି ୧, ମୟୁରଭଞ୍ଜ ୮, ନବରଙ୍ଗପୁର ୫, ନୟାଗଡ ୭, ନୂଆପଡା ୫, ପୁରୀ ୯, ରାୟଗଡା ୪, ସମ୍ବଲପୁର ୧, ସୁନ୍ଦରଗଡ ୧୦, ଷ୍ଟେଟ ପୁଲରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories